ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଗସ୍ତ କାଳରେ ନବୀନ ବିଭିନ୍ନ କେନ୍ଦ୍ରୀୟ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିବେ। ବୈଠକ ପରେ ସେ ସୋମବାର ଭୁବନେଶ୍ୱର ଫେରି ଆସିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।

ସମ୍ବନ୍ଧିତ ଖବର