ଭୁବନେଶ୍ୱର/ଝାରସୁଗୁଡ଼ା: ବହୁ ପ୍ରତିକ୍ଷୀତ ଝାରସୁଗୁଡ଼ା ବିମାନବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ବୀର ସୁରେନ୍ଦ୍ର ସାଏଙ୍କ ନାମରେ ଏହି ବିମାନବନ୍ଦରକୁ ନାମକରଣ କରାଗଲେ, ତାହା ତାଙ୍କ ପାଇଁ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ହେବ।
ଝାରସୁଗୁଡ଼ା ବିମାନବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
/sambad/media/post_attachments/wp-content/uploads/2018/06/jsg.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)