ଆଜି ସନ୍ଧ୍ୟାରେ ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଶ୍ରୀ ପଟ୍ଟନାୟକ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବା ସହିତ ଓଡ଼ିଶା ଆସିବା ପାଇଁ ତାଙ୍କୁ ନିମନ୍ତ୍ରଣ କରିବେ। ପରେ ଆସନ୍ତାକାଲି ଅପରାହ୍ଣରେ ଶ୍ରୀ ପଟ୍ଟନାୟକ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର