CM presents condolence proposal to the House for the deceased leader: House adjourned till tomorrow
ଭୁବନେଶ୍ବର: ମୌସୁମୀ ଅଧିବେସନର ଆରମ୍ଭରେ ଗୁରୁବାର ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି।
ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ସମର୍ଥନ କରିଛନ୍ତି। ଏଥିସହ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ମା ମଧ୍ୟ ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ଏହା ସହିତ ବାଚସ୍ପତି ସୁରମା ପାଢ଼ୀ ବିଧାନସଭାର ଗୃହ କାର୍ଯ୍ୟ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।
Follow Us