ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ ଯଥା ଖନ୍ତାପଡାର କିରଣ କୁମାର ମଲ୍ଲିକ, ଖନ୍ତାପଡାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ବିଦ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ ପୀଡିତ ଅଛନ୍ତି । ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୩୦ ଲକ୍ଷ ଟଙ୍କା ମଂଜୁର କରିଛନ୍ତି । ଉପରୋକ୍ତ ତିନି ଜଣ ରୋଗୀଙ୍କୁ ପ୍ରତ୍ୟେକ ଏକକାଳୀନ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ମଂଜୁର କରାଯାଇଛି । ସୂଚନାଯୋଗ୍ୟ ଯେ ଜଟିଳ ମାଂସପେଶୀ ରୋଗର ଚିକିତ୍ସା ଅତ୍ୟନ୍ତ ବ୍ୟୟବହୁଳ ଅଟେ।
ଜଟିଳ ମାଂସପେଶୀ ରୋଗର ଚିକିତ୍ସା ନିମନ୍ତେ ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ମଂଜୁର କଲେ ମୁଖ୍ୟମନ୍ତ୍ରୀ
/sambad/media/post_attachments/wp-content/uploads/2022/10/naveen-patnaik-fanal.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)