ଭୁବନେଶ୍ବର: କରୋନା ମୁକାବିଲା ନେଇ ରାଜ୍ୟର ସରପଞ୍ଚମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରୁଥିବା ଜଣାଯାଇଛି।
/sambad/media/post_attachments/wp-content/uploads/2020/04/cm9.jpg)
ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ନବୀନ ପଟ୍ଟନାୟକଙ୍କ ଏହି ବୈଠକ ଜାରି ରହିଛି। ଏହାକୁ ନେଇ ସବୁ ଅଞ୍ଚଳର ସରପଞ୍ଚମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/04/CM-Talks-With-the-Sarpanch_Thumbnail.jpg)