ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସରପଞ୍ଚମାନଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କରୋନା ମୁକାବିଲା ନେଇ ରାଜ୍ୟର ସରପଞ୍ଚମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରୁଥିବା ଜଣାଯାଇଛି।

ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ନବୀନ ପଟ୍ଟନାୟକଙ୍କ ଏହି ବୈଠକ ଜାରି ରହିଛି। ଏହାକୁ ନେଇ ସବୁ ଅଞ୍ଚଳର ସରପଞ୍ଚମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି।

ସମ୍ବନ୍ଧିତ ଖବର

Comments are closed.