ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସରପଞ୍ଚମାନଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସରପଞ୍ଚମାନଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କରୋନା ମୁକାବିଲା ନେଇ ରାଜ୍ୟର ସରପଞ୍ଚମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରୁଥିବା ଜଣାଯାଇଛି।

publive-image

ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ନବୀନ ପଟ୍ଟନାୟକଙ୍କ ଏହି ବୈଠକ ଜାରି ରହିଛି। ଏହାକୁ ନେଇ ସବୁ ଅଞ୍ଚଳର ସରପଞ୍ଚମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe