ଭୁବନେଶ୍ବର: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ଆଜି ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନରେ କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ସଫଳତା ପାଇଁ ରାଜ୍ୟବାସୀ ଗର୍ବିତ ବୋଲି ସେ କହିଛନ୍ତି।
ଏହାଛଡ଼ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ସେ ଆସନ୍ତା ୨୩ରୁ ୨୬ ତାରିଖ ଯାଏଁ ଦିଲ୍ଲୀ ଗସ୍ତରେ ଯିବେ। ଚଳିତ ମାସ ୨୫ ତାରିଖରେ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/download-10.jpg)