ଦୀପାବଳି ଓ କାଳୀପୂଜା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଦୀପାବଳି ଓ କାଳୀପୂଜା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଟୁଇଟ୍‌ କରି ସେ ଲେଖିଛନ୍ତି: ଦୀପାବଳି ଓ କାଳୀପୂଜାର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆଲୋକର ପର୍ବ ଦୀପାବଳିକୁ ଆନନ୍ଦ ଉଲ୍ଲାସରେ ପାଳିବା ସହିତ ଏହି ଖୁସିକୁ ଆପଣଙ୍କ ଆଖପାଖରେ ଥିବା ଅସହାର ଲୋକଙ୍କ ସହ ବାଣ୍ଟନ୍ତୁ। ମୋ ବିଶ୍ୱାସ ଏହା ଆପଣଙ୍କୁ ସୁବୁଠୁ ଅଧିକ ଆନନ୍ଦ ଦେବ। ଶୁଭ ଦୀପାବଳି।

ସମ୍ବନ୍ଧିତ ଖବର