ଭୁବନେଶ୍ବର : ଓଡ଼ିଶା ବିଧାନସଭାରେ ଶ୍ରେଷ୍ଠ ବିଧାୟକ ପୁରସ୍କାର ପ୍ରଦାନ ପାଇଁ ଏକ ଚୟନ କମିଟି ଗଠନ କରାଯାଇଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ଉପବାଚସ୍ପତି ରଜନୀକାନ୍ତ ସିଂହ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଓ ନଗେନ୍ଦ୍ର କୁମାର ପ୍ରଧାନ ଏବଂ ବରିଷ୍ଠ ସାମ୍ବାଦିକ ଶ୍ରୀରାମ ଦାଶ ସଦସ୍ୟ ଅଛନ୍ତି। ଓଡ଼ିଶା ବିଧାନସଭା ପକ୍ଷରୁ ଏ ନେଇ ଗତକାଲି ବିଜ୍ଞପ୍ତି ଜାରି ହୋଇଛି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp