Khabar India
ଭୁବନେଶ୍ୱର : ରାଜ୍ୟରେ ୯ଟି ଖଣି ଲିଜ୍ଧାରୀ ୩୬ ହଜାର କୋଟି ଟଙ୍କାର ଦୁର୍ନୀତି କରିଛନ୍ତି। ଏଥିରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହାୟତା କରିଛନ୍ତି। ଏ ନେଇ ଓଡ଼ିଶା ଲୋକାୟୁକ୍ତ ମଧ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହି ପ୍ରସଙ୍ଗରେ କଂଗ୍ରେସ ଦଳ ପକ୍ଷରୁ ବିଧାନସଭାରେ ସରକାରଙ୍କୁ ଜବାବ ମଗାଯିବ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ଗୃହରେ ମୁଲତବୀ ଆଲୋଚନା ପାଇଁ ପ୍ରସ୍ତାବ ଦିଆଯିବ। ଏହି ଦୁର୍ନୀତିରେ ସରକାରୀ ଅଧିକାରୀଙ୍କ ସମ୍ପୃକ୍ତି ରହିଛି ବୋଲି ସେ ଅଭିଯୋଗ କରିଛନ୍ତି।
Follow Us