ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳନ କଲା କଂଗ୍ରେସ

Advertisment
ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳନ କଲା କଂଗ୍ରେସ

State Times

ଭୁବନେଶ୍ବର : ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ଶ୍ରାଦ୍ଧ ଦିବସ ଆଜି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବାହ୍ନରେ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ରାଜୀବ ଭବନ ପରିସରରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ରାଜୀବଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏ ସମସ୍ତ କାର୍ଯ୍ୟକ୍ରମରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ହେମାନନ୍ଦ ବିଶ୍ୱାଳ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ସମୀର କୁମାର ରାଉତରାୟ, କିଶୋର ଜେନା, ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ, ପଦ୍ମାକର ଗୁରୁ, ବିକ୍ରମ ସାହୁ, ଚିନ୍ମୟ ସୁନ୍ଦର ଦାସ, ମାନସ ଆଚାର୍ଯ୍ୟ, ଲିଙ୍ଗରାଜ ସାହୁ, ଜ୍ୟୋତିଷ ସାହୁ, ମନୋଜ ଜେନା, ପ୍ରଣତି ମିଶ୍ର, ସ୍ୱାଧୀନବାଳା ଦାସ, ତରୁଣ ମିଶ୍ର, ମନୋରଞ୍ଜନ ରାଉତରାୟ, ରସିକ ପଟ୍ଟନାୟକ, ଦୀପକ ସାହୁ, ବାଙ୍କନିଧି ବେହେରା, ଜାନକୀ ମଲ୍ଲିକ, ନିରେଶ ପାତ୍ର, ଆଲୋକ ମହାନ୍ତି, ନିହାର ବଳ, ମଣ୍ଟୁ ମଲ୍ଲିକ, ସଂକୁନା କହଁର, ସଂଜୟ ମିଶ୍ର, ଦେବେନ୍ଦ୍ର ଦାସ, ଛବି ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe