ଝାରସୁଗୁଡ଼ା : ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ତାର ଷ୍ଟାର ପ୍ରଚାରକ ତାଲିକା ଗୁରୁବାର ଜାରି କରିଛି। ଏଥିରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ସ୍ୱାସ୍ଥ୍ୟ ମନ୍ତ୍ରୀ ଟି.ଏସ. ସିଂହଦେଓ, କହ୍ନେୟା କୁମାର, ଜିଗ୍ନେଶ ମେୱାନୀ, ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ. ଚେଲ୍ଲାକୁମାର, ଜି. ରୁଦ୍ର ରାଜୁ, ନରସିଂହ ମିଶ୍ର, ସନ୍ତୋଷ ସିଂ ସାଲୁଜା, ତାରା ପ୍ରସାଦ ବାହିନୀପତି, ରମେଶ ଚନ୍ଦ୍ର ଜେନା, ଅଧିରାଜ ମୋହନ ପାଣିଗ୍ରାହୀ, ଡ. ସି.ଏସ୍. ରାଜନ ଏକ୍କା, ସୁରେଶ ରାଉତରାୟ, ଶରତ ପଟ୍ଟନାୟକ, ଯଜ୍ଞେଶ୍ବର ବାବୁ, ଜୟଦେବ ଜେନା, ଭକ୍ତ ଚରଣ ଦାସ, ଉମେଶ ପଟେଲ, ସପ୍ତଗିରି ଉଲାକା, ମହମ୍ମଦ ମୋକିମ, ପ୍ରକାଶ ନାଏକ, ଜଗନ୍ନାଥ ପଟ୍ଟନାୟକ, ଅମରଜିତ ଭଗତ, ରାଜକିଶୋର ଷଡ଼ଙ୍ଗୀ, କ୍ବାସି ଲକ୍ଷ୍ମା, ମୋହନ ମାର୍କନ, ଚିରଞ୍ଜୀବୀ ବିଶ୍ବାଳ, ଶରତ ରାଉତ, ଡ. ରାଗିଣୀ ନାଏକ, ଗଣେଶ୍ବର ବେହେରା, ପଞ୍ଚାନନ କାନୁନଗୋ, ବିଜୟଲକ୍ଷ୍ମୀ ସାହୁ, ବନ୍ଦିତା ପରିଡ଼ା, ଡ. ହମିଦ ଅନସାରି, ଡ. ସ୍ମୃତି ରଂଜନ ଲେଙ୍କା, ସୟଦ ୱାସିର ନୱାଜ, ଡ. ଅଜୟ ଜ୍ଞାନେନ୍ଦ୍ର, ଡ. ରାମଚନ୍ଦ୍ର ଖୁଣ୍ଟିଆ, ଡ. ଦେବାଶିଷ ପଟ୍ଟନାୟକଙ୍କ ନାମ ଥିବା ଜଣାଯାଇଛି।
ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ: ପ୍ରଚାର କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଓ କହ୍ନେୟା କୁମାର
/sambad/media/post_attachments/wp-content/uploads/2022/05/kahneya.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)