ପଞ୍ଚାୟତ ନିର୍ବାଚନରେ ମମିତା ମେହେରଙ୍କ ହତ୍ୟା ପ୍ରସଙ୍ଗ ପୁଣି ଉଠାଇବ କଂଗ୍ରେସ

Advertisment

ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ

ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ

ପଞ୍ଚାୟତ ନିର୍ବାଚନରେ ମମିତା ମେହେରଙ୍କ ହତ୍ୟା ପ୍ରସଙ୍ଗ ପୁଣି ଉଠାଇବ କଂଗ୍ରେସ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ପଞ୍ଚାୟତ ନିର୍ବାଚନରେ କଳାହାଣ୍ଡିର ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟା ପ୍ରସଙ୍ଗକୁ ପୁଣି ଉଠାଇବାକୁ ନିଷ୍ପତ୍ତି ହୋଇଛି। ଜିଲ୍ଲାସ୍ତରରେ ନେତାମାନଙ୍କୁ ଅଧିକ ସକ୍ରିୟ ହେବାକୁ ବି କୁହାଯିବ।
ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କଂଗ୍ରେସ ବିଧାୟକଦଳ ନେତା ନରସିଂହ ମିଶ୍ର, ବିଧାୟକ ସନ୍ତୋଷ ସିଂ ସାଲୁଜା, ରାଜନ ଏକ୍କା, ବରିଷ୍ଠ ନେତା ପଞ୍ଚାନନ କାନୁନଗୋ, ଯଜ୍ଞେଶ୍ବର ବାବୁ, ଜାନକୀ ପଟ୍ଟନାୟକ ଓ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe