ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

Advertisment
ଶରତଙ୍କ ପାଇଁ କଣ୍ଟା ଘାସିରାମ

ଭୁବନେଶ୍ୱର : ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ଅପରାଧୀଙ୍କୁ ଧରିବାରେ ପୁଲିସର ବିଫଳତା ଓ ଆନ୍ଦୋଳନରତ ତାଙ୍କ ମା’ଙ୍କ ଉପରେ ପୁଲିସ୍‌ର ବର୍ବରତା ପ୍ରତିବାଦରେ ଓଡ଼ିଶା ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଆସନ୍ତା ୧୯ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ ପୂର୍ଣ୍ଣ ସମର୍ଥନ କରିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe