ଭୁବନେଶ୍ୱର : ରାହୁଲ ଗାନ୍ଧୀଙ୍କ ସଭ୍ୟ ପଦ ରଦ୍ଦ ଓ ସାମ୍ବିଧାନିକ ଅନୁଷ୍ଠାନଗୁଡ଼ିକର ଅପବ୍ୟବହାର ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଖୋଲା ଚିଠି ଲେଖାଯିବ। ଏହି ଅଭିଯାନରେ ସମସ୍ତ କଂଗ୍ରେସ କର୍ମୀ, ଶୁଭେଚ୍ଛୁ ଓ ରାଜ୍ୟର ଗଣତନ୍ତ୍ରପ୍ରେମୀ ସାମିଲ ହେବାକୁ ପିସିସି ସଭାପତି ଶରତ ପଟ୍ଟନାୟକ ନିବେଦନ କରିଛନ୍ତି ବୋଲି ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀଙ୍କୁ ଖୋଲା ଚିଠି ଲେଖିବ କଂଗ୍ରେସ
/sambad/media/post_attachments/wp-content/uploads/2022/12/congress-logo.jpg)