କଂଗ୍ରେସର ବଡ଼ ସମାବେଶ: ଜୁଲାଇ ୯ରେ ରାହୁଲଙ୍କ ଓଡ଼ିଶା ଗସ୍ତ

ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ଦ୍ବିତୀୟ ସପ୍ତାହର ଓଡ଼ିଶା ଆସିବେ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ । ଭୁବନେଶ୍ୱରରେ କଂଗ୍ରେସ ପକ୍ଷରୁ ବଡ଼ ସମାବେଶ ହେବାକୁ ଯାଉଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ପ୍ରଦାନ କରିଛନ୍ତି...

Congress's big rally: Rahul to visit Odisha on July 9

Congress's big rally: Rahul to visit Odisha on July 9 Photograph: (sambad.in)

ଭୁବନେଶ୍ୱର:  ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ଦ୍ବିତୀୟ ସପ୍ତାହର ଓଡ଼ିଶା ଆସିବେ ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ

ଭୁବନେଶ୍ୱରରେ କଂଗ୍ରେସ ପକ୍ଷରୁ ବଡ଼ ସମାବେଶ ହେବାକୁ ଯାଉଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ପ୍ରଦାନ କରିଛନ୍ତି।  ଏହି ସମାବେଶରେ ରାହୁଲ ଗାନ୍ଧୀ ଦଳୀୟ ଅଧ୍ୟକ୍ଷ ସାମିଲ ହେବେ

ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବର୍ଷକର ବିଜେପି ସରକାରଙ୍କର ବିଫଳତାକୁ ନେଇ କଂଗ୍ରେସ ଏହି ସମାବେଶ କରିବ। ଜୁଲାଇ ୯ରେ ରାହୁଲ ଗାନ୍ଧୀ ଓଡ଼ିଶାରେ ଆସି ପହଞ୍ଚିବେ

ବହୁତଦିନ ଧରି ରାହୁଲ ଗାନ୍ଧୀ ଓଡ଼ିଶା ଆସିନାହାନ୍ତି ଦୀର୍ଘ ଦିନ ପରେ ରାହୁଲ ଓଡ଼ିଶା ଆସୁଛନ୍ତି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି

Rahul Gandhi | Odisha 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe