ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସର ବିକ୍ଷୋଭ

Advertisment
ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସର ବିକ୍ଷୋଭ

ସୋନପୁର: ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ସୋମବାର ସୁବର୍ଣ୍ଣପୁର ଜିଲ୍ଲା ମହିଳା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

ସଭାନେତ୍ରୀ ସୂର୍ଯ୍ୟକାନ୍ତି ବାଘଙ୍କ ନେତୃତ୍ବରେ ଅନୁଷ୍ଠିତ ବିକ୍ଷୋଭରେ ସୀମା ଭେସରା, ସୁଧୀର ପଣ୍ଡା, ସବିତା ମହାନନ୍ଦ, ବୁଇ ମହାନନ୍ଦ, ବୁଇ ସୁନା, ଚୁମକି ଲୁହା, ସନ୍ତୋଷିନୀ ବାଘ, କାନ୍ତି ନାଗ, ଉର୍ମିଳା ବାଘ, ସୁରଭି ଭେସରା ପ୍ରମୁଖ ସାମିଲ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe