ରାଜଧାନୀରେ ଚାଞ୍ଚଲ୍ୟ: ଆପାର୍ଟମେଣ୍ଟରେ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ତ୍ରୀ ମୃତ ଓ ସ୍ୱାମୀ ଗୁରୁତର

୧୮ ଲକ୍ଷ ଠକେଇ ଅଭିଯୋଗରେ ଠିକାଦାର ଗିରଫ

Kalinga Tv

ଭୁବନେଶ୍ବର: ରାଜଧାନୀର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହରୁ ଏକ ଦମ୍ପତି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଉଭୟଙ୍କ ଭିତରୁ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ, ସ୍ୱାମୀ ଗୁରୁତର ଥିବା ଜଣାଯାଇଛି। ଲକ୍ଷ୍ମୀ ସାଗର ସିଦ୍ଧେଶ୍ଵରୀ ଆପାର୍ଟମେଣ୍ଟରେ ଘଟିଛି ଏହି ଘଟଣା।

ସୂଚନା ଅନୁଯାୟୀ, ପୁଅ ଓ ଝିଅ ସ୍କୁଲ ଯାଇଥିବା ବେଳେ ସ୍ୱାମୀ ଓ ସ୍ତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଫ୍ୟାନରେ ଓଢ଼ଣୀ ଲଗାଇ ସ୍ୱାମୀ ସ୍ତ୍ରୀ ଝୁଲି ପଡ଼ିଥିଲେ। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ପାରିବାରିକ କଳହରୁ ଏଭଳି ଘଟଣା ଘଟିଥିବା କୁହାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe