କଟକ: କଟକ ଜଗତପୁର ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ବାଣ ଜବତ ହୋଇଛି। ବାଣ ଜବତ କରିବା ସହ ୩ଜଣଙ୍କୁ ଅଟକ ରଖିଛି ପୁଲିସ। ଜଗତପୁର ଅଞ୍ଚଳର ପଦ୍ମପୁର, ମହାଜନପୁର ଓ ତ୍ରିଲୋଚନପୁରରେ କମିସନରେଟ ପୁଲିସର ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଏସିପି, ଜଗତପୁର ଆଇଆଇସିଙ୍କ ସମେତ ବହୁତ ଅଧିକାରୀ ଉପସ୍ଥିତ ଥିବା ଜଣାଯାଇଛି।
କଟକ ଜଗତପୁର ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ବାଣ ଜବତ, ୩ ଅଟକ
/sambad/media/post_attachments/wp-content/uploads/2020/11/t-102.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)