କେନ୍ଦ୍ରାପଡ଼ା: ସାମୁଦ୍ରିକ ବାତ୍ୟା ‘ଫନି’ ଯୋଗୁଁ କେନ୍ଦ୍ରାପଡ଼ା ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିବାକୁ ଗୁରୁବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଗସ୍ତରେ ଯାଉଛନ୍ତି।
ଅପରାହ୍ଣ ୪: ୨୦ ମିନିଟ୍ରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ ବିଭାଗର ମୁଖ୍ୟମାନଙ୍କ ସହିତ ଆଲୋଚନା କରିବେ ବୋଲି ଜିଲ୍ଲାପାଳ ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ତତ୍ପର ହୋଇଉଠିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/08/Naveen-Pattnaik_3.jpg)