ଅପରାହ୍ଣ ୨ରୁ ୫ଟା ଯାଏ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

Advertisment
ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ: ଆଜି ଅପରାହ୍ଣ ୨ଟାରୁ ୩ ଘଣ୍ଟା ଯାଏ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ, ମଙ୍ଗଳବାର ଜ୍ୟେଷ୍ଠ ଶୁକ୍ଲ ଏକାଦଶୀ (ନଳ) ତିଥିରେ ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଏକାଦଶୀ ନୀତି ଅନୁଷ୍ଠିତ ହେବ।

ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୦୦ ଟିକା ଠାରୁ ସନ୍ଧ୍ୟା ଘ.୫.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe