ଦୋକାନ ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

Advertisment
ଆସ୍କାରେ ନିର୍ବାଚନ ପରବର୍ତ୍ତୀ ହିଂସା: ଯୁବକଙ୍କୁ ପିଟିପିଟି ମାରିଦେଲେ

ବ୍ରହ୍ମପୁର: ରାକ୍ଷୀ ପର୍ଣ୍ଣିମାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଲଙ୍ଗଳେଶ୍ୱରରେ। ସେଠାରେ ଥିବା ଏକ ଦୋକାନ ଭିତରୁ ସ୍ୱାମୀ ସ୍ତ୍ରୀଙ୍କ ମୃତଦେହ ଠାବ ହୋଇଛି। ଗଞ୍ଜାମ ୧୬ ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ୱର କଳାଝରନଇ ନିକଟରେ ଏଭଳି ଅଘଟଣା ଘଟିଛି। ଝୁଲନ୍ତା ଅବସ୍ଥାରେ ସ୍ତ୍ରୀଙ୍କ ମୃତଦେହ ରହିଥିବାବେଳେ ସ୍ୱାମୀଙ୍କ ମୃତଦେହ ତଳେ ପଡ଼ି ରହିଛି। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନି ଏବଂ ଏହାର କାରଣ ବି ଅସ୍ପଷ୍ଟ ରହିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe