ବନ୍ଦ ଘରୁ ମାଆ ଓ ପୁଅଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Advertisment
ଆସ୍କାରେ ନିର୍ବାଚନ ପରବର୍ତ୍ତୀ ହିଂସା: ଯୁବକଙ୍କୁ ପିଟିପିଟି ମାରିଦେଲେ

ବ୍ରହ୍ମପୁର: ବନ୍ଦ ଘରୁ ମାଆ ଓ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଦୁଇ ଜଣ ହେଲେ ଡାଲି ନିଲାବେଣି (୩୫) ଓ ତାଙ୍କ ୯ ବର୍ଷର ପୁଅ।
ବିଲମ୍ବିତ ରାତିରେ ଘଟଣା ଘଟିଥିବା ବେଳେ ପୁଲିସ ଆଜି ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି।

ସୂଚନା ଅନୁଯାୟୀ, ଡାଲି ନିଲାବେଣିଙ୍କ ସ୍ବାମୀ ଘରେ ନଥିଲେ। ସକାଳେ ବିଳମ୍ବିତ ସମୟ ପର୍ଯ୍ୟନ୍ତ ନିଳାବେଣି ଘରର କବାଟ ନ ଖୋଲିବାରୁ ପାଖ ପଡ଼ୋଶୀଙ୍କର ସନ୍ଦେହ ହୋଇଥିଲା। ସେମାନେ ଘଟଣା ସଂପର୍କରେ ପୁଲିସ ଖବରକୁ ଦେଇଥିଲେ। ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe