ରାଜ୍ୟ ସରକାରଙ୍କ ବଡ ଘୋଷଣା: ବଢ଼ାଇଲେ ଅନୁକମ୍ପା ରାଶି, ଚାକିରିରେ ଥାଇ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ ଟଙ୍କା

Advertisment
ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ ସରକାରୀ କର୍ମଚାରୀମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe