ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପର‌ଲୋକ

ଭୁବନେଶ୍ୱର : ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କର ପରଲୋକ। କରୋନାରେ ଆକ୍ରାନ୍ତ ହେବା ପରେ କୋଲକାତାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।

ସମ୍ବନ୍ଧିତ ଖବର