ଦେବେଶଙ୍କୁ ବରଗଡ଼ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ

ବରଗଡ଼: ବିଜେପୁର ଉପନିର୍ବାଚନ ବିଜୟ ପରେ ମଂଗୁଆଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁଲି ନାହାନ୍ତି। ବରପାଲି ବ୍ଲକର ଦାୟିତ୍ୱରେ ଥିବା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଦାୟିତ୍ୱ ଅର୍ପଣ କରିଛନ୍ତି।

ସମ୍ବନ୍ଧିତ ଖବର