ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

Advertisment
କାଲଭମ-୬୨୫ ଓ ଅନ୍ୟ ନକଲି ଔଷଧ ମାମଲା: ବାରାଣାସୀରୁ କିଙ୍ଗ ପିନ୍‌ ସହିତ ୫ ଗିରଫ

Image Courtesy of The Quint

କଣ୍ଟାମାଳ: ମନମୁଣ୍ଡା ପୁଲିସ ଗୋପାଳମାଳ ଗ୍ରାମରେ ଚଢ଼ାଉ କରି ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ଗ୍ରାମର ଚନ୍ଦ୍ରଶେଖର ସାହୁ(୨୭)ଙ୍କୁ ଗିରଫ କରିଥିବା ବେଳେ ତାଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ ଜବତ କରିଛି। ଏ ସଂକ୍ରାନ୍ତରେ ୯୬/୨୩ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ଅଛି।

ଅଭିଯୁକ୍ତ ଚନ୍ଦ୍ରଶେଖରଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଥିବା ମନମୁଣ୍ଡା ଥାନାଧିକାରୀ ଅଶ୍ବିନୀ ଭିତିରିଆ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe