ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଆଜି ପୁଣି ୧୬ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ଆଜି ୨୫୦ ଜଣଙ୍କ କରୋନା ପରୀକ୍ଷା କରାଯାଇଥିବା ବେଳେ ସେଥିମଧ୍ୟରୁ ଖଡ଼ିଆଳ ବ୍ଲକର ୬ ଜଣ, ନୂଆପଡ଼ା ଡିଏଚ୍ଏଚ୍ରେ ୨ ଜଣ ଓ ନୂଆପଡ଼ା ବ୍ଲକରେ ୮ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଜିଲ୍ଲାରେ ଆଜି ପର୍ଯ୍ୟନ୍ତ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜିଲ୍ଲା କୋଭିଡ ସ୍ବାସ୍ଥ୍ୟ ଅଧିକାରୀ ଡା. ଗୋପାଳ ଚନ୍ଦ୍ର ମଲ୍ଲିକ ସୂଚନା ଦେଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/04/21-10.jpg)