ମହାପ୍ରଭୁଙ୍କ ବେଶ ଦର୍ଶନରୁ ଭକ୍ତ ବଞ୍ଚିତ

ପୁରୀ : ସୋମବାରଠାରୁ ପବିତ୍ର ପଞ୍ଚକ ଆରମ୍ଭ ହୋଇଛି। ପଞ୍ଚକର ୫ ଦିନ ମହାପ୍ରଭୁ ୫ଟି ସ୍ବତନ୍ତ୍ର ବେଶରେ ଦର୍ଶନ ଦେଇଥାନ୍ତି। ସୋମବାର ପ୍ରଥମ ଦିନରେ ପବିତ୍ର ବଡ଼ ଏକାଦଶୀରେ ମହାପ୍ରଭୁ ଲକ୍ଷ୍ମୀ-ନାରାୟଣ ତଥା ଠିଆକିଆ ‌ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମାତ୍ର କଟକଣା ଯୋଗୁ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନରୁ ବଞ୍ଚିତ ହୋଇଛନ୍ତି।

ସମ୍ବନ୍ଧିତ ଖବର