ଭୁବନେଶ୍ବର: ରାଜ୍ୟରେ ୩ଟି ଜିଲ୍ଲା ଝାରସୁଗୁଡ଼ା, ନୂଆପଡ଼ା ଓ କୋରାପୁଟରେ ସମ୍ପୂର୍ଣ୍ଣ ଭାବେ ଟିକା କରଣ ବନ୍ଦ ରହିଛି ବୋଲି ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ୧୫୦୦ ଟିକାକରଣ କେନ୍ଦ୍ରରୁ ୧୦୭୩ କେନ୍ଦ୍ରରେ ଟିକା ନଥିବାରୁ ଟିକାକରଣ ବନ୍ଦ ରଖାଯାଇଛି।
image source-.tv9hindi.comସେ କହିଛନ୍ତି, ୧୦ଟି ଜିଲ୍ଲାର ସହରାଞ୍ଚଳରେ ହୋଇଥିବା ସପ୍ତାହନ୍ତ ସଟଡାଉନ ଯୋଗୁ ସେଠି ବି ଟିକାକରଣ ବନ୍ଦ ରଖାଯାଇଛି। ରାଜ୍ୟରେ ଯେତିକି ଟିକା ରହିଛି, ତାହା ଦ୍ବାରା୨ରୁ ୩ ଦିନ ଟିକାକରଣ ହୋଇ ପାରିବ।
ଏବେ ରାଜ୍ୟରେ ୩.୬ ଲକ୍ଷ କୋଭିସିଲିଡ ଟିକା ଓ ୨,୩ ଲକ୍ଷ କୋଭାକ୍ସିନ ଟିକା ରହିଛି। ଟିକା ଅଭାବ ସମ୍ପର୍କରେ ଆମେ କେନ୍ଦ୍ର ସରକାରଙ୍କ ନିକଟକୁ ବାରମ୍ବାର ଚିଠି ଲେଖୁଛୁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/04/Only-2-to-3-Days-We-Will-Manage-Vaccination_Thumbnail.jpg)