କେନ୍ଦ୍ରୀୟ ଡେପୁଟେସନରେ ଯିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର

ଭୁବନେଶ୍ବର : ରାଜ୍ୟ ସରକାର ଆଇଏଏସ୍ ସ୍ତରରେ କେତେକ ଅଦଳବଦଳ କରିଛନ୍ତି । ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଥିବା ୨୦୦୨ ବ୍ୟାଚର ଆଇଏଏସ ଅଧିକାରୀ ଡ.କ୍ରିଷନ୍ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯିବେ । ତାଙ୍କୁ କେନ୍ଦ୍ର ବାଣିଜ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ କରାଯାଇଛି । ଏହି ଦାୟିତ୍ବରେ ସେ ୫ ବର୍ଷ ରହିବେ । ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସମ୍ବନ୍ଧିତ ଖବର