ପୂର୍ବରୁ ରାସ୍ତା କଡ଼ରୁ କିଣୁଥିଲି, ଆଜି ମଧ୍ୟ କିଣିଲି: ମୁଖ୍ୟମନ୍ତ୍ରୀ

Advertisment

ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍ ୧ ମାର୍କେଟ ଆସି ଫୁଟପାଥ୍‌ରୁ ଦୀପ ସହ ଅନ୍ୟାନ୍ୟ ସାମଗ୍ରୀ କିଣିଥିଲେ। ସାଧାରଣ ଲୋକ ଏବଂ ସରକାରଙ୍କ ମଧ୍ୟରେ ଦୂରତାକୁ ଦୂର କରିବା ପାଇଁ ମୋହନ ସରକାରଙ୍କ ଏହା ଏକ ନିଆରା ପ୍ରୟାସ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି...

Updated On

ଅଦ୍ୟତନ ହୋଇଛି
10ab

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଗୁରୁବାରଠାରୁ ୨ ଦିନିଆ କେନ୍ଦୁଝର ଗସ୍ତ ଯାଉଛନ୍ତି। ଏହା ପୂର୍ବରୁ ସେ ତାଙ୍କ ପତ୍ନୀଙ୍କ ସହ ୟୁନିଟ୍ ୧ ମାର୍କେଟ ଆସିଥିଲେ । ସେଠାରେ ଫୁଟପାଥ୍‌ରୁ ଦୀପ ସହ ଅନ୍ୟାନ୍ୟ ସାମଗ୍ରୀ କିଣିଥିଲେ।  ପତ୍ନୀଙ୍କ ସହ ଦୀପ କିଣିବା ସହ ବିଭିନ୍ନ ଦୀପ ଦୋକାନ ମଧ୍ୟ ବୁଲିଥିଲେ । 

ମୁଖ୍ୟମନ୍ତ୍ରୀଙ୍କୁ ୟୁନିଟ୍ ୧ ମାର୍କେଟରେ ଦେଖି ବ୍ୟବସାୟୀମାନେ ଖୁସି ବ୍ୟକ୍ତ କରିଥିଲେ । ସେ ବିଭିନ୍ନ ବ୍ୟବସାୟୀଙ୍କ ସହ ବି କଥାବାର୍ତ୍ତା କରିଥିଲେ ।

ସାଧାରଣ ଲୋକ ଏବଂ ସରକାରଙ୍କ ମଧ୍ୟରେ ଦୂରତାକୁ ଦୂର କରିବା ପାଇଁ ମୋହନ ସରକାରଙ୍କ ଏହା ଏକ ନିଆରା ପ୍ରୟାସ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe