‘ବନ୍ଦେ ଉତ୍କଳ ଜନନୀ’ ଗାନ ପାଇଁ ପୂର୍ବତଟ ରେଳପଥର ପ୍ରସ୍ତୁତି

Advertisment

ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ଏସ୍‌ପିର ଆହ୍ବାନ

ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ଏସ୍‌ପିର ଆହ୍ବାନ

ପୂର୍ବତଟ ରେଳପଥରେ କେଉଁଥିପାଇଁ କେତେ

odishanewsinsight.com

ଭୁବନେଶ୍ବର : କୋଭିଡ୍‌ ଯୋଦ୍ଧାଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବାକୁ ପ୍ରଶଂସା କରିବା ସହ ଉତ୍ସାହିତ କରିବା ପାଇଁ ଓଡ଼ିଶା ସରକାର ଶନିବାର ସନ୍ଧ୍ୟା ୫ଟା ୩୦ରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମହତ୍ କାର୍ଯ୍ୟରେ ସାମିଲ ହେବାକୁ ପୂର୍ବତଟ ରେଳପଥକୁ ଚିଠି ମାଧ୍ୟମରେ ଅନୁରୋଧ କରାଯାଇଛି। ତାହାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ‘ବନ୍ଦେ ଉତ୍କଳ ଜନନୀ’କୁ ସମସ୍ତ ଗୁରୁତ୍ୱପୂର୍ଣ୍ଣ ରେଳ ଷ୍ଟେସନ, ରେଳ କାର୍ଯ୍ୟାଳୟ, ରେଳ କଲୋନୀରେ ଗାନ କରିବାକୁ ନିଷ୍ପତ୍ତି ନିଆଯାଇଛି।

ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ଏସ୍‌ପିର ଆହ୍ବାନ
ଭୁବନେଶ୍ବର : କରୋନା ଯୋଦ୍ଧାଙ୍କ ମନୋବଳ ସୃଦୁଢ଼ କରିବା ପାଇଁ ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ବାନକୁ ସମାଜବାଦୀ ପାର୍ଟି ପକ୍ଷରୁ ସ୍ବାଗତ କରାଯାଇଛି। ସମସ୍ତେ ଏହି ଗୀତଟିକୁ ଗାଇ କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା ନିବେଦନ କରିଛନ୍ତି। ଶନିବାର ସନ୍ଧ୍ୟା‌ ୫ଘଣ୍ଟା ୩୦ମିନିଟରେ ସମାଜବାଦୀ ପାର୍ଟି ରାଜ୍ୟ କାର୍ଯ୍ୟଳୟରେ ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରାଯିବ। ଇଚ୍ଛୁକ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବା ପାଇଁ ଶ୍ରୀ ବେହେରା ନିବେଦନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe