ରାଜ୍ୟରେ କାଲିଠୁ ଖୋଲିବ ଇଂଜିନିୟରିଂ କଲେଜ,୧୭ ତାରିଖରୁ କ୍ଲାସ ରୁମରେ ଶିକ୍ଷାଦାନ

Advertisment
ରାଜ୍ୟରେ କାଲିଠୁ ଖୋଲିବ ଇଂଜିନିୟରିଂ କଲେଜ,୧୭ ତାରିଖରୁ କ୍ଲାସ ରୁମରେ ଶିକ୍ଷାଦାନ

Photo: Kanak News

ଭୁବନେଶ୍ବର: ରାଜ୍ୟରେ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ କାଲିଠୁ ଖୋଲିବ । ୧୭ ତାରିଖରୁ କ୍ଲାସ ରୁମରେ ଶିକ୍ଷାଦାନ ଆରମ୍ଭ ହେବ। କୋଭିଡ-୧୯ ଗାଇଡଲାଇନ ପାଳନ ସହ ଆରମ୍ଭ ହେବ ପାଠପଢା । ଆଇଟିଆଇ, ପଲିଟେକ୍ନିକ ଓ ଇଞ୍ଜିନିୟରିଂ କଲେଜ ଗୁଡିକରେ ପାଠପଢା ହେବ।  ପ୍ରଫେସନାଲ ଶିକ୍ଷାନୁଷ୍ଠାନ ଗୁଡିକରେ ବି ଆରମ୍ଭ ହେବ ପାଠପଢା ।

କୋଭିଡ ମହାମାରୀ କାରଣରୁ ଗତ ବର୍ଷ ମାର୍ଚ୍ଚ ମାସରୁ ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ଏବେ ରାଜ୍ୟରେ କରୋନାର ପ୍ରକୋପ ଧିରେ ଧିରେ କମିବା ପରେ ସବୁ ଶିକ୍ଷାନୁଷ୍ଠାନକୁ ଖୋଲୁଛନ୍ତି ସରକାର । ପୂର୍ବରୁ ରାଜ୍ୟରେ ମେଡିକାଲ କଲେଜ ମଧ୍ୟ ଖୋଲି ସାରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe