ବିଜେଡିରୁ ଇସ୍ତଫା ଦେଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

Advertisment
ବିଜେଡିରୁ ଇସ୍ତଫା ଦେଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

ଭୁବନେଶ୍ବର: ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ସେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି।  ଦଳରେ ତାଙ୍କୁ ଅଣ ଦେଖା କରାଯିବାରୁ ସେ ବିଜେଡି ଛାଡ଼ିଥିବା ସ୍ପଷ୍ଟ କରିଛନ୍ତି। ୨୦୦୯ ରୁ ୨୦୧୯ ପର୍ଯ୍ୟନ୍ତ ସେ ଖଲ୍ଲିକୋଟର ବିଧାୟକ ଥିଲେ । ତେବେ ୨୦୧୯ ରେ ବିଜେଡି ତାଙ୍କୁ ପ୍ରାର୍ଥୀ କରିନଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe