ଘସିପୁରା ପାଇଁ ପୂର୍ବତନ ବିଧାୟକ ରମେଶ ଜେନା ପର୍ଯ୍ୟବେକ୍ଷକ

Advertisment
ଜିଲ୍ଲା କଂଗ୍ରେସର ବିଚିତ୍ର ସ୍ଥିତି : ସଭାପତି ଥାଇ ବି ବ୍ରହ୍ମପୁର ଜିଲ୍ଲା କାର୍ଯ୍ୟାଳୟକୁ ଆସି ପାରୁନାହାନ୍ତି ବିଧାୟକ ରମେଶ

Odisha Sun Times

ଭୁବନେଶ୍ବର : ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କୁ ଘସିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ଏକ ପ୍ରେସ୍‌ ବିଜ୍ଞପ୍ତି ଯୋଗେ ପିସିସି ମୁଖପାତ୍ର ପଦ୍ମାକର ଗୁରୁ ଜଣାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe