ଭୁବନେଶ୍ୱର: ଆଜି ଅପରାହ୍ଣରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ କରାଯାଇ ରାଜଭବନକୁ ପାଛୋଟି ନିଆଯାଇଥିଲା।
ସୂଚନାଯୋଗ୍ୟ ଯେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ମୁଖାର୍ଜୀ ଓଡ଼ିଶା ଆସିଛନ୍ତି।
ଭୁବନେଶ୍ୱରରେ ପହଞ୍ଚିଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ
Advertisment
Follow Us