ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ିଲା

Advertisment

ରାଜ୍ୟ ସରକାର ଆଜି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩% ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦%ରୁ ୫୩%କୁ ବୃଦ୍ଧି ପାଇଛି।

ରାଜ୍ୟ ସରକାର ଆଜି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩% ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦%ରୁ ୫୩%କୁ ବୃଦ୍ଧି ପାଇଛି।

ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩% ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦%ରୁ ୫୩%କୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।

ସେହିପରି ପେନ୍‌ସନଭୋଗୀଙ୍କ ଟିଆଇରେ ମଧ୍ୟ ୩% ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢ଼େ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe