ଜୟପୁର: ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସ୍ବୁକ୍ ପେଜ୍କୁ ହ୍ୟାକର୍ ହ୍ୟାକ୍ କରିଦେଇଛନ୍ତି। ଏନେଇ ଥାନାରେ ଏତଲା ଦେଇଥିବା ନେଇ ଫେସବୁକ୍ ରେ ସୂଚନା ଦେଇଛନ୍ତି ନିଜେ ବିଧାୟକ।
ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସବୁକ ଆକାଉଣ୍ଟ ହ୍ୟାକ୍
/sambad/media/post_attachments/wp-content/uploads/2023/09/jpr-tara.jpg)
ଜୟପୁର: ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସ୍ବୁକ୍ ପେଜ୍କୁ ହ୍ୟାକର୍ ହ୍ୟାକ୍ କରିଦେଇଛନ୍ତି। ଏନେଇ ଥାନାରେ ଏତଲା ଦେଇଥିବା ନେଇ ଫେସବୁକ୍ ରେ ସୂଚନା ଦେଇଛନ୍ତି ନିଜେ ବିଧାୟକ।
Join and get latest news updates delivered to you via WhatsApp