ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଆଁରେ ରାଜଧାନୀର ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ବି ଏତଲା ଦିଆଯାଇଛି। ପ୍ରତିଶ୍ରୁତି ସତ୍ତ୍ବେ ଦାବି ପୂରଣ କରାଯାଇନଥିବାରୁ ମହାସଂଘ ପକ୍ଷରୁ ଏତଲା ଦିଆଯାଇଥିବା କୁହାଯାଉଛି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp