ଭୁବନେଶ୍ବର: ୨୦୨୪ – ୨୫ ଶିକ୍ଷା ବର୍ଷ ପାଇଁ ଆଜି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି। ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରହିଛି ରେଭେନ୍ସା। କଳାରେ ୭୫. ୧୭% ସହ ଆଗରେ ରହିଚି ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ୍। ସେହିପରି ବିଜ୍ଞାନରେ ୯୧.୫୦% ଓ ବାଣିଜ୍ୟରେ ୭୭% ସହ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ୍ ଆଗରେ ରହିଛି।
ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍ ମାର୍କ: କଳା, ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରେଭେନ୍ସା
/sambad/media/post_attachments/wp-content/uploads/2024/07/227e79d0-9491-4a50-a5fa-4194767f330d.jpeg)