ଭୁବନେଶ୍ବର : ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶନିବାର ଶେଷ ହୋଇଛି। ଏହି ପର୍ଯ୍ୟାୟ ଫେବ୍ରୁଆରି ୧୮ ତାରିଖରୁ ଆରମ୍ଭ ହୋଇଥିଲା। ୨୨ ତାରିଖରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରାଯାଇଥିଲା। ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୨ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ୍ ୯ ତାରିଖ ଯାଏ ଚାଲିବ। ମାର୍ଚ୍ଚ ୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ଗୃହୀତ ହେବ।
ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ
/sambad/media/post_attachments/wp-content/uploads/2020/10/odisha-assembly-odishaassembly.nic_.in_-1.jpg)