ବଜେଟ୍‌ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

Advertisment
ଗୃହରେ ଉଠିଲା ବିହନ ଅଭାବ ପ୍ରସଙ୍ଗ, ଉଦବେଗ ପ୍ରକାଶ କଲେ ଶାସକ ଓ ବିରୋଧୀ

image source-odishaassembly.nic.in

ଭୁବନେଶ୍ବର : ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶନିବାର ଶେଷ ହୋଇଛି। ଏହି ପର୍ଯ୍ୟାୟ ଫେବ୍ରୁଆରି ୧୮ ତାରିଖରୁ ଆରମ୍ଭ ହୋଇଥିଲା। ୨୨ ତାରିଖରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରାଯାଇଥିଲା। ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୨ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ୍‌ ୯ ତାରିଖ ଯାଏ ଚାଲିବ। ମାର୍ଚ୍ଚ ୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe