ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେଲେ ଆଉ ୫ ଲକ୍ଷ ହିତାଧିକାରୀ

ଭୁବନେଶ୍ବର : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ୫ ଲକ୍ଷ ହିତାଧିକାରୀ ସାମିଲ ହୋଇଛନ୍ତି। ଏ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଆଜି ଏ ସମ୍ପର୍କରେ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବାକୁ ପ୍ରାୟ ୭ ଲକ୍ଷ ଆବେଦନକାରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ଗତବର୍ଷ ଡିସେମ୍ବରରେ ୨ ଲକ୍ଷ ୨ ହଜାର ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ କରାଯାଇଥିଲା। ବାକିଥିବା ଆବେଦନକାରୀଙ୍କୁ ହିତାଧିକାରୀ ତାଲିକାରେ ସାମିଲ ହେବା ପରେ ୧ ଟଙ୍କାରେ ୫ କିଲୋ ଚାଉଳ ପାଇପାରିବେ।

ସମ୍ବନ୍ଧିତ ଖବର