ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

Advertisment
ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ: ଦୁଇଘଣ୍ଟା ଦର୍ଶନ ବନ୍ଦ

atlasobscura.com

ପୁରୀ : ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥି ଅବସରରେ ସୋମବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦଇତା ସେବକଙ୍କ ଦ୍ବାରା ଏହି ନୀତି ସମ୍ପାଦିତ ହେବ। ତେଣୁ ସୋମବାର ଆପାତତଃ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି‌ପାରିବେ ନାହିଁ।

ଶ୍ରୀଜିଉଙ୍କ ଶ୍ରୀପୟର ସୁରକ୍ଷା ଲାଗି ଏହି ଖସାପଡ଼ା ନୀତି ଅନୁଷ୍ଠିତ ହୁଏ। ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଏ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe