ବିଧାୟକଙ୍କୁ କୃତଜ୍ଞତା ଜଣାଇଲେ ଗଜପତି

Advertisment
ପାଶ୍ଚାତ୍ୟ ଶିକ୍ଷା ବ୍ୟବସ୍ଥା ଆଧ୍ୟାତ୍ମିକତାରେ ପ୍ରତିବନ୍ଧକ: ଗଜପତି

ଭୁବନେଶ୍ବର : ଓଡ଼ିଶା ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସର୍ବସମ୍ମତିକ୍ରମେ ଅନୁମୋଦନ ମିଳିଥିବାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଧାୟକମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ଗଜପତି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ ଜଗନ୍ନାଥ ଧାମ, ପୁରୀକୁ ବିଶ୍ବର ଏକ ପ୍ରମୁଖ ଧାର୍ମିକ, ଆଧ୍ୟାତ୍ମିକ ଓ ସାଂସ୍କୃତିକ କେନ୍ଦ୍ର‌େର ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‌େନତୃତ୍ବରେ ସରକାର ହାତକୁ ନେଇଥିବା ଐତିହାସିକ ପ୍ରକଳ୍ପର ଗୁରୁତ୍ବପୂର୍ଣ୍ଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଐତିହାସିକ ପଦକ୍ଷେପକୁ ସଫଳତାର ସହ ‌େଶଷ କରିବା ପାଇଁ ଶ୍ରୀଜଗନ୍ନାଥ ମହାପ୍ରଭୁ ଆଶୀର୍ବାଦ ଦିଅନ୍ତୁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe