ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

Advertisment
ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ: ଦୁଇଘଣ୍ଟା ଦର୍ଶନ ବନ୍ଦ

atlasobscura.com

ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଏ ନେଇ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି।

ଏହି ଅବସରରେ ମହାପ୍ରଭୁ ସୋଲ, ଜରି ଆଦିରେ ପ୍ରସ୍ତୁତ ଆୟୁଧ, ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେବେ। ଯେହେତୁ ପ୍ରତିବର୍ଷ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ରହେ, ସେହି ଦୃଷ୍ଟିରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିର ପରିସରରେ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ହେଉଥିବା ଏହି ବେଶ ଏ ଭିତରେ ଶେଷ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe