ଗଞ୍ଜାମ ସଡ଼କ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାର ବର୍ଗଙ୍କ ପାଇଁ ୨ ଲକ୍ଷ-ଆହତଙ୍କ ପାଇଁ ଲକ୍ଷେ ଟଙ୍କାର ଅନୁକମ୍ପାକୂଳକ ସହାୟତା ଘୋଷଣା

Advertisment
ଗଞ୍ଜାମ ସଡ଼କ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାର ବର୍ଗଙ୍କ ପାଇଁ ୨ ଲକ୍ଷ-ଆହତଙ୍କ ପାଇଁ ଲକ୍ଷେ ଟଙ୍କାର ଅନୁକମ୍ପାକୂଳକ ସହାୟତା ଘୋଷଣା

ଗଞ୍ଜାମ : ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରର ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ଦୁଇ ଲକ୍ଷ ଟଙ୍କା ଏବଂ ଆହତ ଲୋକଙ୍କ ପାଇଁ ୧ ଲକ୍ଷ ଟଙ୍କାର ଅନୁକମ୍ପାକୂଳକ ସହାୟତା ଘୋଷଣା କରିଛନ୍ତି।

https://twitter.com/CMO_Odisha/status/1826466949033066831?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1826466949033066831%7Ctwgr%5E0df9efb2e618cab1c54fb656398a63c2d6923a24%7Ctwcon%5Es1_&ref_url=https%3A%2F%2Fpragativadi.com%2Fcm-majhi-expresses-grief-over-deaths-in-ganjam-road-mishap-announces-rs-2l-ex-gratia%2F

ଆହତମାନଙ୍କୁ ମାଗଣା ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, ଗଞ୍ଜାମର ସମରଝୋଳ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଖବର ଶୁଣି ମୁଁ ଅତ୍ୟନ୍ତ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ। ମୁଁ ସେମାନଙ୍କର ଅମର ଆତ୍ମାର ସଦଗତି ପାଇଁ ଭଗବାନ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଏବଂ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe